ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 10:1-24 IRVOry - Bible AI

1ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;

2ସଦାପ୍ରଭୁ ଏହି କଥା କହନ୍ତି,

3ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର;

4ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି;

5ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ;

6ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ;

7ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ?

8ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

9ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ,

10ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି;

11ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ,

12ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି,

13ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି,

14ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି;

15ସେସବୁ ଅସାର ଓ ଭ୍ରାନ୍ତିର କର୍ମ;

16ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି;

17ହେ ଅବରୁଦ୍ଧ ସ୍ଥାନ ନିବାସୀନ୍‍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।

18କାରଣ ସଦାପ୍ରଭୁ ଏହି କଥା କହନ୍ତି,

19ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ;

20ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି;

21କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି

22କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି,

23ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ;

24ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>