ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 12:1-16 IRVOry - Bible AI

1ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ;

2ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି;

3ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ;

4କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ?

5“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ

6କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି;

7“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ;

8ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି;

9ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ,

10ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି,

11ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି;

12ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି;

13ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି,

14ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।

15ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।

16ଆଉ, ସେମାନେ ଯେପରି ବାଲ୍‍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>