ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 2:1-36 IRVOry - Bible AI

1ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

2“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ,

3ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର,

4ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ,

5ସଦାପ୍ରଭୁ ଏହି କଥା କହନ୍ତି,

6ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ,

7ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ,

8‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ,

9ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା

10ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ,

11ଦେବତାମାନେ ଈଶ୍ୱର ନୋହିଲେ ହେଁ

12ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ

13କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି;

14ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ?

15ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି

16ଆହୁରି ନୋଫର ଓ ତଫନ୍‍ହେଷର ସନ୍ତାନଗଣ

17ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ

18ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ

19ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ

20ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ;

21ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ

22ପ୍ରଭୁ, ସଦାପ୍ରଭୁ କହନ୍ତି,

23‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ

24ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ;

25‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ;

26ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ,

27ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’

28ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି?

29ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ?

30ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ;

31ହେ ବର୍ତ୍ତମାନ କାଳର ଲୋକମାନେ,

32କନ୍ୟା କି ଆପଣା ଅଳଙ୍କାର

33ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ!

34ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ;

35ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ;

36ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.