ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 46:1-27 IRVOry - Bible AI

1ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

2ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।

3“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର

4ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର

5ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ?

6ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ;

7ନୀଳ ନଦୀ ପରି ଯେ ଉଠୁଅଛି,

8ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି,

9ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର;

10କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର

11ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ।

12ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି,

13ବାବିଲର ରାଜା ନବୂଖଦ୍‍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,

14“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର,

15ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ?

16ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ,

17ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ,

18ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି,

19ଆଗୋ ମିସର ନିବାସିନୀ କନ୍ୟେ,

20ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ;

21ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ;

22ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ

23ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ

24ମିସରର କନ୍ୟା ଲଜ୍ଜିତା ହେବ;

25ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍‍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;

26ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।

27ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>