ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 15:1-8 IRVOry - Bible AI

1ମୋୟାବ ବିଷୟକ ଭବିଷ୍ୟତବାଣୀ।

2ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି;

3ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ

4ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି;

5ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି;

6କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି,

7ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ

8କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.