ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 16:1-13 IRVOry - Bible AI

1ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ

2କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ

3ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର;

4ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ;

5ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ;

6ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ,

7ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ;

8ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି;

9ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା;

10ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ;

11ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।

12ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି

13ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>