ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 21:1-16 IRVOry - Bible AI

1ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ।

2ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି;

3ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି;

4ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି;

5ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି;

6କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି,

7ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ,

8ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା,

9ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।”

10ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ,

11ଦୂମା+ 21:11 ଦୂମା ଅର୍ଥାତ୍‍ ଇଦୋମ* ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”

12ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”

13ଆରବ ବିଷୟକ ଭାବବାଣୀ।

14ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ;

15କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ,

16ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>