ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 29:1-23 IRVOry - Bible AI

1ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର!

2ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ

3ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା

4ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ;

5ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ;

6ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼

7ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍,

8ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ;

9ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ;

10କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି

11ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”

12ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ମୁଁ ଶିକ୍ଷିତ ଲୋକ ନୁହେଁ।”

13ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି

14ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା,

15ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର!

16ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ;

17ଅତି ଅଳ୍ପ କାଳ ଉତ୍ତାରେ

18ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ,

19ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ

20କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;

21ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି

22ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି;

23ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>