ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 30:1-32 IRVOry - Bible AI

1ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ;

2ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ

3ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ

4କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।

5ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ,

6ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ।

7କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ;

8ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ

9କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ,

10ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ

11ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ,

12ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି,

13ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ,

14ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ;

15କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ,

16ମାତ୍ର ତୁମ୍ଭେମାନେ କହିଲ, “ନା,

17ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ;

18ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ;

19ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ;

20ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି,

21ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ,

22ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ;

23ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ;

24ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ

25ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ,

26ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ,

27ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି;

28ପୁଣି, ତାହାଙ୍କର ଶ୍ୱାସବାୟୁ ପ୍ଲାବିତ ସ୍ରୋତ ତୁଲ୍ୟ, ସର୍ବଦେଶୀୟ ଲୋକମାନଙ୍କୁ ଅସାରତାରୂପ ଚାଲୁଣୀରେ ଚଲାଇବା ନିମନ୍ତେ

29ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ;

30ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା

31କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।

32ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>