ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 46:1-12 IRVOry - Bible AI

1ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ

2ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ,

3“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ;

4ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;

5ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?

6ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।

7ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ;

8ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।

9ପୁରାତନ ବିଷୟସବୁ ସ୍ମରଣ କର;

10ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ,

11ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ;

12ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>