ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 49:1-25 IRVOry - Bible AI

1ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର;

2ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି

3ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”

4ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି;

5ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ

6ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ;

7ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ,

8ସଦାପ୍ରଭୁ ଏହି କଥା କହନ୍ତି,

9ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ।

10ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ;

11ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।

12ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।”

13ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର;

14ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”

15“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ?

16ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।

17ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।

18ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି।

19କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ,

20ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ,

21ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି,

22ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା;

23ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ;

24ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?

25ମାତ୍ର ସଦାପ୍ରଭୁ ଏହି କଥା କହନ୍ତି,

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>