ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 50:1-10 IRVOry - Bible AI

1ସଦାପ୍ରଭୁ ଏହି କଥା କହନ୍ତି,

2ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା?

3ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”

4ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି,

5ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି,

6ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି;

7କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ;

8ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ;

9ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ?

10ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି?

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>