ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 56:1-11 IRVOry - Bible AI

1ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର;

2ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ;

3“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,”

4କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି

5“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା;

6ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ

7ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା;

8ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା

9ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।

10ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ;

11ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>