ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 58:1-13 IRVOry - Bible AI

1“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ,

2ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି;

3ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?

4ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ;

5ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ?

6ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର

7କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର,

8ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ;

9ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’

10ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର,

11ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ

12ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ;

13ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>