ହୋଶେୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 10:1-14 IRVOry - Bible AI

1ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି;

2ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି;

3ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ;

4ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି;

5ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ;

6ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ;

7ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।

8ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ;

9ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ;

10ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ

11ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ;

12ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ,

13ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ;

14ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.