ହୋଶେୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 11:1-11 IRVOry - Bible AI

1ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ

2ମାତ୍ର ଯେତେ ସେମାନଙ୍କୁ ଡାକିଲେ,

3ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ;

4ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ

5ସେ ମିସର ଦେଶକୁ ଫେରିଯିବ ନାହିଁ;

6ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ

7ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି;

8ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା?

9ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ,

10ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ,

11ସେମାନେ ପକ୍ଷୀ ପରି ମିସରରୁ

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.